1 Chronicles 8:29 — Compare Translations
5 translations compared side by side
Odia - 1840
"ୟିଯେଲ୍ ଗିବିଯୋନଙ୍କ ପିତା ଥିଲେ। ସେ ଗିବିଯୋନ ସହର ରେ ବାସ କରୁଥିଲେ। ୟିଯଲଙ୍କେ ସ୍ତ୍ରୀଙ୍କ ନାମ ଥିଲା ମାଖା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଗିବୀୟୋନର ପିତା ଯିୟେଲ ଗିବୀୟୋନରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା ।
Odia Bible ERV 2004 (ପବିତ୍ର ବାଇବଲ)
ଯିୟେଲ୍ ଗିବିୟୋନଙ୍କ ପିତା ଥିଲେ। ସେ ଗିବିୟୋନ ସହରରେ ବାସ କରୁଥିଲେ। ଯିୟେଲ୍ଙ୍କ ସ୍ତ୍ରୀଙ୍କ ନାମ ଥିଲା ମାଖା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଗିବୀୟୋନ୍ର ପିତା ଯିୟେଲ ଗିବୀୟୋନ୍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା।
Odia IRV 2017 (ଓଡିଆ ବାଇବେଲ)
ଆଉ ଗିବୀୟୋନ୍ର ପିତା ଯିୟେଲ ଗିବୀୟୋନ୍ରେ ବାସ କଲା, ତାହାର ଭାର୍ଯ୍ୟାର ନାମ ମାଖା।