1 Chronicles 8:3 — Compare Translations
5 translations compared side by side
Odia - 1840
"ବଲୋଙ୍କର ପୁତ୍ରମାନେ ଥିଲେ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର ଓ ଗେରା ଓ ଅବୀହୂଦ
Odia Bible ERV 2004 (ପବିତ୍ର ବାଇବଲ)
ବେଲାଙ୍କର ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ, ଅବୀଶୂୟ, ନାମାନ୍, ଆହୋହ, ଗେରା, ଶଫୂଫନ ଓ ହୂରମ୍।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ,
Odia IRV 2017 (ଓଡିଆ ବାଇବେଲ)
ଆଉ ବେଲାର ଏହି ପୁତ୍ରମାନେ ଥିଲେ, ଅଦ୍ଦର, ଗେରା, ଅବୀହୂଦ,