1 Chronicles 8:32 — Compare Translations
5 translations compared side by side
Odia - 1840
"ମିକଲୋତ୍ ଶିମିଯଙ୍କ ପିତା ଥିଲେ। ଏହି ପୁତ୍ରମାନେ ମଧ୍ଯ ୟିରୁଶାଲମ ରେ ସମାନଙ୍କେର ଆତ୍ମୀଯମାନଙ୍କ ନିକଟରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା । ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମିକ୍ଲୋତ୍ ଶିମିୟଙ୍କ ପିତା ଥିଲେ। ଏହି ପୁତ୍ରମାନେ ମଧ୍ୟ ଯିରୁଶାଲମରେ ସେମାନଙ୍କର ଆତ୍ମୀୟମାନଙ୍କ ନିକଟରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମିକ୍ଲୋତ୍ ଶିମୀୟଙ୍କୁ ଜାତ କଲା। ଏମାନେ ମଧ୍ୟ ଆପଣା ଭ୍ରାତୃଗଣ ସମ୍ମୁଖରେ ଯିରୂଶାଲମରେ ଆପଣା ଭ୍ରାତୃଗଣ ସହିତ ବାସ କଲେ।