1 Chronicles 8:33 — Compare Translations

5 translations compared side by side

Odia - 1840
"ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ। ଏବଂ ଶାଉଲ ଯୋନାଥନ, ମଲକୀଶୂଯ, ଅବୀନାଦବ୍ ଓ ଇଶବାଲାଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା ଓ ଶାଉଲ ଯୋନାଥନ ଓ ମଲ୍‍କୀଶୟ ଓ ଅବୀନାଦବ୍ ଓ ଇଶ୍ବାଲକୁ ଜାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନେର୍ କୀ‌ଶ୍‌ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ। ଏବଂ ଶାଉଲ ଯୋନାଥନ, ମଲକୀଶୂୟ, ଅବୀନାଦବ୍ ଓ ଇ‌ଶ୍‌ବାଲାଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।
Odia IRV 2017 (ଓଡିଆ ବାଇବେଲ)
ନେର୍‍ କୀଶ୍‍କୁ ଜାତ କଲା, କୀଶ୍‍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍‍କୀଶୂୟ, ଅବୀନାଦବ ଓ ଇଶ୍‍ବାଲକୁ ଜାତ କଲେ।