1 Chronicles 8:34 — Compare Translations
5 translations compared side by side
Odia - 1840
"ଯୋନାଥନଙ୍କ ପୁତ୍ର ଥିଲେ ମରୀଦ୍ଦାଲ୍। ମରୀଦ୍ଦାଲ୍ ମୀଖାଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯୋନାଥନଙ୍କ ପୁତ୍ର ଥିଲେ ମରୀବ୍ବାଲ୍। ମରୀବ୍ବାଲ୍ ମୀଖାଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ୍ ମୀଖାକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ମରୀବ୍ବାଲ୍ ଯୋନାଥନର ପୁତ୍ର ଥିଲା ଓ ମରୀବ୍ବାଲ ମୀଖାକୁ ଜାତ କଲା।