1 Chronicles 8:36 — Compare Translations

5 translations compared side by side

Odia - 1840
"ଆହସ୍ ୟିହୋଯାଦାଙ୍କ ପିତା ଥିଲେ। ଯିହାୟୋଦାରଦା ଆଲମେତ୍, ଅସ୍ମାବତ ଓ ସିମ୍ରିଙ୍କ ପିତା ଥିଲେ। ସିମ୍ରି ମାେତସାଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଆହସ ଯିହୋୟାଦାକୁ ଜାତ କଲା, ପୁଣି ଯିହୋୟାଦା ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ଯିହୋୟାଦାଙ୍କ ପିତା ଥିଲେ। ଯିହୋୟାଦା ଆଲେମତ୍, ଅ‌‌‌ସ୍‌ମାବତ ଓ ସିମ୍ରିଙ୍କ ପିତା ଥିଲେ। ସିମ୍ରି ମୋତ୍‌ସାଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍ସାକୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଆହସ୍‌ ଯିହୋୟାଦାକୁ ଜାତ କଲା, ପୁଣି, ଯିହୋୟାଦା ଆଲେମତ୍‍, ଅସ୍ମାବତ୍‍, ସିମ୍ରିକୁ ଜାତ କଲା ଓ ସିମ୍ରି ମୋତ୍‍ସାକୁ ଜାତ କଲା।