1 Chronicles 8:38 — Compare Translations

5 translations compared side by side

Odia - 1840
"ଆତ୍ ସେଲ୍ଙ୍କ ଛଅ ପୁତ୍ର ଥିଲେ। ସମାନଙ୍କେର ନାମ ଏହିପରି ଥିଲା -ଅସ୍ରୀକାମ୍, ବୋଖରୁ, ଇଶ୍ମାଯଲେ, ଶିଯରିଯ, ଓବଦିଯ ଓ ହାନନ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ୍, ବୋଖରୁ ଓ ଇଶ୍ମାୟେଲ ଓ ଶିୟରୀୟ ଓ ଓବଦୀୟ ଓ ହାନନ୍ । ଏସମସ୍ତେ ଆତ୍ସେଲର ପୁତ୍ର ।
Odia Bible ERV 2004 (ପବିତ୍ର ବାଇବଲ)
ଆତ୍‌ସେଲଙ୍କ ଛଅ ପୁତ୍ର ଥିଲେ। ସେମାନଙ୍କର ନାମ ଏହିପରି ଥିଲା -ଅସ୍ରୀକାମ୍, ବୋଖରୁ, ଇ‌ଶ୍‌ମାୟେଲ, ଶିୟରିୟ, ଓବଦିୟ ଓ ହାନନ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଆତ୍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍ସେଲର ପୁତ୍ର।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଆତ୍‍ସେଲର ଛଅ ପୁତ୍ର ଥିଲେ; ସେମାନଙ୍କର ନାମ ଏହି; ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍। ଏସମସ୍ତେ ଆତ୍‍ସେଲର ପୁତ୍ର।