1 Chronicles 8:40 — Compare Translations

5 translations compared side by side

Odia - 1840
"ଉଲମ୍ଙ୍କର ପୁତ୍ରମାନେ ପରାକ୍ରମୀ ସୈନ୍ଯ ଓ ଉତ୍ତମ ଧନୁର୍ଦ୍ଧର ଥିଲେ। ଉଲମଙ୍କର ପୁତ୍ରର ଅନକେ ପୁତ୍ର ଓ ନାତିଗଣ ଥିଲେ। ସର୍ବ ମାଟେ 150 ଜଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ । ଏସମସ୍ତେ ବିନ୍ୟାମୀନର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଉଲ‌ମ୍‌ଙ୍କର ପୁତ୍ରମାନେ ପରାକ୍ରମୀ ସୈନ୍ୟ ଓ ଉତ୍ତମ ଧନୁର୍ଦ୍ଧର ଥିଲେ। ଉଲ‌ମ୍‌ଙ୍କର ପୁତ୍ରର ଅନେକ ପୁତ୍ର ଓ ନାତିଗଣ ଥିଲେ। ସର୍ବମୋଟ 150 ଜଣ। ଏହି ସମସ୍ତ ବ୍ୟକ୍ତିଗଣ ବିନ୍ୟାମୀନଙ୍କର ବଂଶଧର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଊଲମର ପୁତ୍ରମାନେ ମହାବିକ୍ରମଶାଳୀ, ଧନୁର୍ଦ୍ଧର ଥିଲେ ଓ ସେମାନଙ୍କର ଅନେକ ପୁତ୍ର ଓ ପୌତ୍ର, ଏକ ଶହ ପଚାଶ ଜଣ ଥିଲେ। ଏସମସ୍ତେ ବିନ୍ୟାମୀନ୍‍ର ସନ୍ତାନ।