1 Chronicles 8:6 — Compare Translations
5 translations compared side by side
Odia - 1840
"ଏହିମାନେ ଏହୂଦଙ୍କର ବଂଶଧର ଥିଲେ। ଗବୋର ସମାନେେ ନିଜ ପରିବାରର ମୁଖ୍ଯ ଥିଲେ। ନିଜର ଗୃହ ତ୍ଯାଗ କରି ମାନହତକୁ ୟିବା ନିମନ୍ତେ ସମାନଙ୍କେୁ ବାଧ୍ଯ କରାଗଲା। ଏହୂଦଙ୍କ ବଂଶଧରମାନେ ଥିଲେ ନାମନା, ଅହିଯ ଓ ଗରୋ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତକୁ ନିଆଯାଇ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହିମାନେ ଏହୂଦଙ୍କର ବଂଶଧର ଥିଲେ। ଗେବାରେ ସେମାନେ ନିଜ ପରିବାରର ମୁଖ୍ୟ ଥିଲେ। ନିଜର ଗୃହ ତ୍ୟାଗ କରି ମାନହତକୁ ଯିବା ନିମନ୍ତେ ସେମାନଙ୍କୁ ବାଧ୍ୟ କରାଗଲା। ଏହୂଦଙ୍କ ବଂଶଧରମାନେ ଥିଲେ ନାମାନ, ଅହିୟ ଓ ଗେରା। ଗେରା ସେମାନଙ୍କୁ ଗୃହତ୍ୟାଗ କରିବା ନିମନ୍ତେ ବଳପ୍ରୟୋଗ କଲେ। ଗେରା ଉଷ ଓ ଅହୀଦୂଦଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍କୁ ନିଆଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏହୂଦର ପୁତ୍ରଗଣ ଏହି; ଏମାନେ ଗେବା ନିବାସୀମାନଙ୍କ ପିତୃବଂଶର ପ୍ରଧାନ ଥିଲେ, ଏମାନେ ବନ୍ଦୀ ହୋଇ ମାନହତ୍କୁ ନିଆ ଯାଇଥିଲେ।