1 Chronicles 8:7 — Compare Translations

4 translations compared side by side

Odia - 1840
"ଗରୋ ସମାନଙ୍କେୁ ଗୃହତ୍ଯାଗ କରିବା ନିମନ୍ତେ ବଳପ୍ରଯୋଗ କଲେ। ଗରୋ ଉଷ ଓ ଅହୀଦୂଦଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ନାମାନ୍, ଅହୀୟ ଓ ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦକୁ ଜାତ କଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ନାମାନ୍‍, ଅହୀୟ, ଗେରାକୁ ବନ୍ଦୀ କରି ନେଇଗଲା ଓ ସେ ଉଷ ଓ ଅହୀହୂଦ୍‍କୁ ଜାତ କଲା।