1 Chronicles 9:11 — Compare Translations
5 translations compared side by side
Odia - 1840
"ଅସରିଯ ହିଲକିଯଙ୍କ ପୁତ୍ର ଥିଲେ। ହିଲକିଯ ମଶୁଲ୍ଲମ୍ଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ସାଦୋକ୍ଙ୍କ ପୁତ୍ର ଥିଲେ। ସାଦୋକ୍ ମରାଯୋତଙ୍କ ପୁତ୍ର ଥିଲେ। ମରାଯୋତ ଅହୀଟୂବ୍ଙ୍କ ପୁତ୍ର ଥିଲେ। ଅହୀଟୂବ୍ ପରମେଶ୍ବରଙ୍କ ମନ୍ଦିରର ସୁରକ୍ଷା ଦାଯିତ୍ବ ରେ ଥିବା ବିଶଷେ କାର୍ୟ୍ଯକାରୀ ଥିଲେ। ଆହୁରି ମଧ୍ଯ ସଠାେରେ ୟିରୋହମଙ୍କ ପୁତ୍ର ଅଦାଯା ଥିଲେ। ୟିରୋହମ୍ ପଶ୍ହୂରଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ପରମେଶ୍ଵରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍କୀୟର ପୁତ୍ର ଅସରୀୟ,
Odia Bible ERV 2004 (ପବିତ୍ର ବାଇବଲ)
ଅସରିୟ ହିଲ୍କିୟଙ୍କ ପୁତ୍ର ଥିଲେ। ହିଲ୍କିୟ ମଶୁଲ୍ଲମ୍ଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ସାଦୋକଙ୍କ ପୁତ୍ର ଥିଲେ। ସାଦୋକ୍ ମରାୟୋତଙ୍କ ପୁତ୍ର ଥିଲେ। ମରାୟୋତ ଅହୀଟୂବ୍ଙ୍କ ପୁତ୍ର ଥିଲେ। ଅହୀଟୂବ୍ ପରମେଶ୍ୱରଙ୍କ ମନ୍ଦିରର ସୁରକ୍ଷା ଦାୟିତ୍ୱରେ ଥିବା ବିଶେଷ କାର୍ଯ୍ୟକାରୀ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍କୀୟର ପୁତ୍ର ଅସରୀୟ,
Odia IRV 2017 (ଓଡିଆ ବାଇବେଲ)
ଓ ପରମେଶ୍ୱରଙ୍କ ଗୃହର ଅଧ୍ୟକ୍ଷ ଅହୀଟୂବ୍ର ଅତି ବୃଦ୍ଧ ପ୍ରପୌତ୍ର ମରାୟୋତ୍ର ବୃଦ୍ଧ ପ୍ରପୌତ୍ର ସାଦୋକର ପ୍ରପୌତ୍ର ମଶୁଲ୍ଲମ୍ର ପୌତ୍ର ହିଲ୍କିୟର ପୁତ୍ର ଅସରୀୟ,