1 Chronicles 9:12 — Compare Translations

5 translations compared side by side

Odia - 1840
"ପଶ୍ହୂର ମଲକିଯଙ୍କ ପୁତ୍ର ଥିଲେ। ଆହୁରି ମଧ୍ଯ ସଠାେରେ ଅଦୀଯଲଙ୍କେ ପୁତ୍ର ମାସଯ ଥିଲେ। ଅଦୀଯଲେ ୟହ ସରୋଙ୍କ ପୁତ୍ର ଥିଲେ। ୟହ ସରୋ ମଶୁଲ୍ଲମଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ମଶିଲ୍ଲମାେତ୍ଙ୍କ ପୁତ୍ର ଥିଲେ। ମଶିଲ୍ଲମାେତ୍ ଇମ୍ମରଙ୍କେ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମଧ୍ୟ ସେଠାରେ ଯିରୋହମଙ୍କ ପୁତ୍ର ଅଦାୟା ଥିଲେ। ଯିରୋହମ୍ ପ‌ଶ୍‌ହୂରଙ୍କ ପୁତ୍ର ଥିଲେ। ପ‌ଶ୍‌ହୂର ମ‌ଲ୍‌କିୟଙ୍କ ପୁତ୍ର ଥିଲେ। ଆହୁରି ମଧ୍ୟ ସେଠାରେ ଅଦୀୟେଲଙ୍କ ପୁତ୍ର ମାସୟ ଥିଲେ। ଅଦୀୟେଲ୍ ଯହସେରାଙ୍କ ପୁତ୍ର ଥିଲେ। ଯହସେରା ମଶୁଲ୍ଲମଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ମଶିଲ୍ଲମୋତ୍‌ଙ୍କ ପୁତ୍ର ଥିଲେ। ମଶିଲ୍ଲମୋତ୍ ଇମ୍ମେରଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍‍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍‍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;
Odia IRV 2017 (ଓଡିଆ ବାଇବେଲ)
ଆଉ ମଲ୍‍କୀୟର ପ୍ରପୌତ୍ର ପଶ୍‍ହୂରର ପୌତ୍ର ଯିରୋହମର ପୁତ୍ର ଅଦାୟା, ପୁଣି, ଇମ୍ମେରର ଅତି ବୃଦ୍ଧ ପ୍ରପୌତ୍ର ମଶିଲ୍ଲମୋରର ବୃଦ୍ଧ ପ୍ରପୌତ୍ର ମଶୁଲ୍ଲମ୍‍ର ପ୍ରପୌତ୍ର ଯହସେରାର ପୌତ୍ର ଅଦୀୟେଲର ପୁତ୍ର ମାସୟ;