1 Chronicles 9:13 — Compare Translations

5 translations compared side by side

Odia - 1840
"ସମୁଦାଯ 1,760 ଜଣ ଯାଜକ ଥିଲେ, ଯେଉଁମାନେ କି ସମାନଙ୍କେ ପରିବାରର ମୁଖ୍ଯ ଥିଲେ। ସମାନେେ ପରମେଶ୍ବରଙ୍କ ମନ୍ଦିର ରେ ସବୋ କରିବା ରେ ଦକ୍ଷ ଲୋକ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଶାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ଵରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମୁଦାୟ 1760 ଜଣ ଯାଜକ ଥିଲେ, ଯେଉଁମାନେ କି ସେମାନଙ୍କ ପରିବାରର ମୁଖ୍ୟ ଥିଲେ। ସେମାନେ ପରମେଶ୍ୱରଙ୍କ ମନ୍ଦିରରେ ସେବା କରିବାରେ ଦକ୍ଷ ଲୋକ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଓ ଏମାନଙ୍କ ଭ୍ରାତୃଗଣ ଏକ ହଜାର ସାତ ଶହ ଷାଠିଏ ଜଣ; ଏମାନେ ଆପଣା ଆପଣା ପିତୃବଂଶର ପ୍ରଧାନ ଓ ପରମେଶ୍ୱରଙ୍କ ଗୃହର ସେବାକର୍ମରେ ଅତି ଦକ୍ଷ ଥିଲେ।