1 Chronicles 9:15 — Compare Translations
5 translations compared side by side
Odia - 1840
"ୟିରୁଶାଲମ ରେ ଆହୁରି ମଧ୍ଯ ଏହିମାନେ ବାସ କରୁଥିଲେ: ବକ୍ବକର, ହରେଶ, ଗାଲଲ୍ ଓ ମତ୍ତନିଯ। ମତ୍ତନିଯ ମୀଖାଙ୍କ ପୁତ୍ର ଥିଲେ। ମୀଖା ସିଖ୍ରିଙ୍କ ପୁତ୍ର ଥିଲେ। ସିଖ୍ରି ଆସଫ୍ଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ବକ୍ବକର, ହେରଶ୍ ଓ ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀଖାର ପୁତ୍ର ମତ୍ତନୀୟ
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଏହିମାନେ ମଧ୍ୟ ବାସ କରୁଥିଲେ: ବକ୍ବକର, ହେରଶ, ଗାଲଲ୍ ଓ ମତ୍ତନିୟ। ମତ୍ତନିୟ ମୀଖାଙ୍କ ପୁତ୍ର ଥିଲେ। ମୀଖା ସିଖ୍ରିଙ୍କ ପୁତ୍ର ଥିଲେ। ସିଖ୍ରି ଆସଫ୍ଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ବକ୍ବକର, ହେରଶ୍, ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ
Odia IRV 2017 (ଓଡିଆ ବାଇବେଲ)
ଆଉ ବକ୍ବକର, ହେରଶ୍, ଗାଲଲ୍ ଓ ଆସଫର ପ୍ରପୌତ୍ର ସିଖ୍ରିର ପୌତ୍ର ମୀକାର ପୁତ୍ର ମତ୍ତନୀୟ