1 Chronicles 9:17 — Compare Translations

5 translations compared side by side

Odia - 1840
"ୟିରୁଶାଲମ୍ ରେ ଏହି ଦ୍ବାରପାଳକାନେ ବାସ କରୁଥିଲେ: ଶଲ୍ଲୁମ, ଅକ୍ଲ୍ବବ୍, ଟଲମାେନ୍, ଅହୀମାନ ଓ ସମାନଙ୍କେର ଆତ୍ମୀଯବର୍ଗ। ଶଲ୍ଲୁମ୍ ସମାନଙ୍କେର ମୁଖ୍ଯ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦ୍ଵାରପାଳ, ଶଲ୍ଲୁମ୍ ଓ ଅକ୍କୂବ୍ ଓ ଟଲ୍ମୋନ୍ ଓ ଅହୀମାନ୍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍ ପ୍ରଧାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ଏହି ଦ୍ୱାରପାଳମାନେ ବାସ କରୁଥିଲେ: ଶଲ୍ଲୁମ, ଅ‌କ୍‌କୂବ୍, ଟଲମୋନ୍, ଅହୀମାନ ଓ ସେମାନଙ୍କର ଆତ୍ମୀୟବର୍ଗ। ଶଲ୍ଲୁମ୍ ସେମାନଙ୍କର ମୁଖ୍ୟ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଦ୍ୱାରପାଳ, ଶଲ୍ଲୁମ୍‍, ଅକ୍‍କୂବ, ଟଲ୍‍ମୋନ, ଅହୀମାନ୍‍ ଓ ଏମାନଙ୍କ ଭ୍ରାତୃଗଣ; ଶଲ୍ଲୁମ୍‍ ପ୍ରଧାନ ଥିଲା।