1 Chronicles 9:18 — Compare Translations

5 translations compared side by side

Odia - 1840
"ଏହି ଲୋକମାନେ ପୂର୍ବଦିଗ ରେ ରାଜାଙ୍କ ଦ୍ବାରର ପରବର୍ତ୍ତୀ ପାଶର୍‌ବ ରେ ଛିଡ଼ା ହେଉଥିଲେ। ଲବେୀଙ୍କ ପରିବାରବର୍ଗର ଏହିମାନେ ଦ୍ବାରପାଳ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ଵାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ଵାରପାଳ ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ପୂର୍ବଦିଗରେ ରାଜାଙ୍କ ଦ୍ୱାରର ପରବର୍ତ୍ତୀ ପାର୍ଶ୍ୱରେ ଛିଡ଼ା ହେଉଥିଲେ। ଲେବୀଙ୍କ ପରିବାରବର୍ଗର ଏହିମାନେ ଦ୍ୱାରପାଳ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ଏପର୍ଯ୍ୟନ୍ତ ପୂର୍ବଦିଗସ୍ଥିତ ରାଜଦ୍ୱାରରେ ରହିଲେ; ଏମାନେ ଲେବୀ-ସନ୍ତାନମାନଙ୍କ ଛାଉଣିର ଦ୍ୱାରପାଳ।