1 Chronicles 9:2 — Compare Translations

5 translations compared side by side

Odia - 1840
"ଯେଉଁମାନେ ପ୍ରଥମେ ଫରେିଆସି ସମାନଙ୍କେର ଅଧିକାର ରେ ସଠାେରେ ସମାନଙ୍କେର ନଗର ରେ ବାସ କଲେ, ସେଥିମଧ୍ଯରୁ କେତକେ ଇଶ୍ରାୟେଲୀୟ, ଯାଜକଗଣ, ଲବେୀୟଗଣ ଓ ସବେକଗଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର-ସମୂହରେ ପ୍ରଥମେ ବସତି କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେଉଁମାନେ ପ୍ରଥମେ ଫେରି ଆସି ସେମାନଙ୍କର ଅଧିକାରରେ ସେଠାରେ ସେମାନଙ୍କର ନଗରରେ ବାସ କଲେ, ସେଥିମଧ୍ୟରୁ କେତେକ ଇସ୍ରାଏଲୀୟ, ଯାଜକଗଣ, ଲେବୀୟଗଣ ଓ ସେବକଗଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗରସମୂହରେ ପ୍ରଥମେ ବସତି କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଇସ୍ରାଏଲ, ଯାଜକଗଣ, ଲେବୀୟମାନେ ଓ ନଥୀନୀୟମାନେ ସେମାନଙ୍କ ଅଧିକାରସ୍ଥ ନଗର ସମୂହରେ ପ୍ରଥମେ ବସତି କଲେ।