1 Chronicles 9:22 — Compare Translations

5 translations compared side by side

Odia - 1840
"ପ୍ରବେଶ ଦ୍ବାରର ଦ୍ବାରପାଳ ନିମନ୍ତେ ସମୁଦାଯ 212 ଜଣ ଲୋକଙ୍କୁ ମନୋନୀତ କରାୟାଇଥିଲା। ସମାନଙ୍କେର ନାମ ସମାନଙ୍କେ ପରିବାର ଇତିହାସ ରେ ଓ ସମାନଙ୍କେ ଗ୍ରାମଗୁଡ଼ିକରେ ଲଖାୟୋଇଅଛି। ଦାଉଦ ଓ ଦର୍ଶକ ଶାମୁଯଲେ ସମାନଙ୍କେୁ ସହେି ଜାଗା ରେ ନିୟୁକ୍ତ କରିଥିଲେ। କାରଣ ସମାନେେ ବିଶ୍ବସ୍ତ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାରଜଣ; ଏମାନଙ୍କ ଗ୍ରାମସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରବେଶ ଦ୍ୱାରର ଦ୍ୱାରପାଳ ନିମନ୍ତେ ସମୁଦାୟ 212 ଜଣ ଲୋକଙ୍କୁ ମନୋନୀତ କରାଯାଇଥିଲା। ସେମାନଙ୍କର ନାମ ସେମାନଙ୍କ ପରିବାର ଇତିହାସରେ ଓ ସେମାନଙ୍କ ଗ୍ରାମଗୁଡ଼ିକରେ ଲେଖାଯାଇଅଛି। ଦାଉଦ ଓ ଦର୍ଶକ ଶାମୁୟେଲ ସେମାନଙ୍କୁ ସେହି ଜାଗାରେ ନିଯୁକ୍ତ କରିଥିଲେ। କାରଣ ସେମାନେ ବିଶ୍ୱସ୍ତ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାର ଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ଦ୍ୱାରପାଳର କାର୍ଯ୍ୟାର୍ଥେ ମନୋନୀତ ଏହି ଲୋକମାନେ ସର୍ବସୁଦ୍ଧା ଦୁଇ ଶହ ବାରଜଣ; ଏମାନଙ୍କ ଗ୍ରାମ ସମୂହରେ ଏମାନଙ୍କ ବଂଶାବଳୀ ଲିଖିତ ହୋଇଥିଲା, ଦାଉଦ ଓ ଶାମୁୟେଲ ଦର୍ଶକ ଏମାନଙ୍କୁ ଏମାନଙ୍କ ନିରୂପିତ କର୍ମରେ ନିଯୁକ୍ତ କରିଥିଲେ।