1 Chronicles 9:23 — Compare Translations

5 translations compared side by side

Odia - 1840
"ଦ୍ବାରପାଳମାନେ ଓ ସମାନଙ୍କେର ବଂଶଧରମାନେ ସଦାପ୍ରଭୁଙ୍କ ଗୃହ, ପବିତ୍ର ତମ୍ବୁର ସୁରକ୍ଷା ଦାଯିତ୍ବ ରେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍, ତମ୍ଵୁଗୃହର ଦ୍ଵାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱାରପାଳମାନେ ଓ ସେମାନଙ୍କର ବଂଶଧରମାନେ ସଦାପ୍ରଭୁଙ୍କ ଗୃହ, ପବିତ୍ର ତମ୍ବୁର ସୁରକ୍ଷା ଦାୟିତ୍ୱରେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍‍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏମାନେ ଓ ଏମାନଙ୍କ ସନ୍ତାନଗଣ ସଦାପ୍ରଭୁଙ୍କ ଗୃହର, ଅର୍ଥାତ୍‍, ତମ୍ବୁଗୃହର ଦ୍ୱାରପାଳ-କର୍ମରେ ପ୍ରହରକୁ ପ୍ରହର ନିଯୁକ୍ତ ହେଲେ।