1 Chronicles 9:24 — Compare Translations

5 translations compared side by side

Odia - 1840
"ଚାରିଗୋଟି ପାଶର୍‌ବ ରେ ଦ୍ବାରମାନ ଥିଲା: ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହି ଦ୍ଵାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଗ୍ଭରିଗୋଟି ପାର୍ଶ୍ୱରେ ଦ୍ୱାରମାନ ଥିଲା: ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।
Odia IRV 2017 (ଓଡିଆ ବାଇବେଲ)
ଏହି ଦ୍ୱାରପାଳମାନେ ପୂର୍ବ, ପଶ୍ଚିମ, ଉତ୍ତର ଓ ଦକ୍ଷିଣ ଚାରି ଦିଗରେ ରହିଲେ।