1 Chronicles 9:25 — Compare Translations
5 translations compared side by side
Odia - 1840
"ଦ୍ବାରପାଳମାନଙ୍କର ଯେଉଁ ଆତ୍ମୀଯମାନେ େଛାଟ ସହରଗୁଡ଼ିକରେ ବାସ କରୁଥିଲେ, ସମାନଙ୍କେୁ ଆସି କେତକେ ନିର୍ଦ୍ଦିଷ୍ଟ ସମୟରେ ସାହାୟ୍ଯ କରିବାକୁ ପଡ଼ୁଥିଲା। ସମାନେେ ଆସୁଥିଲେ ଓ ପ୍ରେତ୍ୟକକ ଥର ଦ୍ବାରପାଳମାନଙ୍କୁ ସାତଦିନ ପର୍ୟ୍ଯନ୍ତ ସାହାୟ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱାରପାଳମାନଙ୍କର ଯେଉଁ ଆତ୍ମୀୟମାନେ ଛୋଟ ସହରଗୁଡ଼ିକରେ ବାସ କରୁଥିଲେ, ସେମାନଙ୍କୁ ଆସି କେତେକ ନିର୍ଦ୍ଦିଷ୍ଟ ସମୟରେ ସାହାଯ୍ୟ କରିବାକୁ ପଡ଼ୁଥିଲା। ସେମାନେ ଆସୁଥିଲେ ଓ ପ୍ରତ୍ୟେକ ଥର ଦ୍ୱାରପାଳମାନଙ୍କୁ ସାତ ଦିନ ପର୍ଯ୍ୟନ୍ତ ସାହାଯ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;
Odia IRV 2017 (ଓଡିଆ ବାଇବେଲ)
ଆଉ ଏମାନଙ୍କ ଗ୍ରାମସ୍ଥ ଭ୍ରାତୃଗଣକୁ ପ୍ରତି ସପ୍ତାହରେ ସେମାନଙ୍କ ସଙ୍ଗେ ରହିବା ପାଇଁ ସମୟକୁ ସମୟ ଆସିବାକୁ ହେଲା;