1 Chronicles 9:26 — Compare Translations

5 translations compared side by side

Odia - 1840
"ସମସ୍ତ ଦ୍ବାରପାଳମାନଙ୍କର ମୁଖ୍ଯ ଚାରି ଦ୍ବାରପାଳ ଥିଲେ। ସମାନେେ ଲବେୀୟ ଲୋକ ଥିଲେ। ସମାନଙ୍କେର କାର୍ୟ୍ଯ ଥିଲା, ପରମେଶ୍ବରଙ୍କ ମନ୍ଦିର ରେ ଥିବା ସକଳ କଠାେରୀର ଓ ଧନସମ୍ପଦର ରକ୍ଷଣା ବେକ୍ଷଣା କରିବା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ଵାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ଵରଙ୍କ ଗୃହର କୋଠରି ଓ ଭଣ୍ତାରସମୂହର ଅଧ୍ୟକ୍ଷ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସମସ୍ତ ଦ୍ୱାରପାଳମାନଙ୍କର ମୁଖ୍ୟ ଗ୍ଭରି ଦ୍ୱାରପାଳ ଥିଲେ। ସେମାନେ ଲେବୀୟ ଲୋକ ଥିଲେ। ସେମାନଙ୍କର କାର୍ଯ୍ୟ ଥିଲା, ପରମେଶ୍ୱରଙ୍କ ମନ୍ଦିରରେ ଥିବା ସକଳ କୋଠରୀର ଓ ଧନସମ୍ପଦର ରକ୍ଷଣା ବେକ୍ଷଣା କରିବା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାରସମୂହର ଅଧ୍ୟକ୍ଷ ଥିଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଏହି ଲେବୀୟ ଚାରି ପ୍ରଧାନ ଦ୍ୱାରପାଳ ନିରୂପିତ କାର୍ଯ୍ୟରେ ନିଯୁକ୍ତ ଓ ପରମେଶ୍ୱରଙ୍କ ଗୃହର କୋଠରି ଓ ଭଣ୍ଡାର ସମୂହର ଅଧ୍ୟକ୍ଷ ଥିଲେ।