1 Chronicles 9:27 — Compare Translations
5 translations compared side by side
Odia - 1840
"ସମାନେେ ସାରା ରାତ୍ରି ପରମେଶ୍ବରଙ୍କ ମନ୍ଦିରକୁ ଜଗି ରହୁଥିଲେ। ଆଉ ପ୍ରତିଦିନ ପ୍ରଭାତ ରେ ପରମେଶ୍ବରଙ୍କ ମନ୍ଦିରର ଦ୍ବାର ଖାଲିବୋ ସମାନଙ୍କେର କାର୍ୟ୍ଯ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ପରମେଶ୍ଵରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ଵାର ଫିଟାଇବାର କାର୍ଯ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ସାରା ରାତ୍ରି ପରମେଶ୍ୱରଙ୍କ ମନ୍ଦିରକୁ ଜଗି ରହୁଥିଲେ। ଆଉ ପ୍ରତିଦିନ ପ୍ରଭାତରେ ପରମେଶ୍ୱରଙ୍କ ମନ୍ଦିରର ଦ୍ୱାର ଖୋଲିବା ସେମାନଙ୍କର କାର୍ଯ୍ୟ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ପରମେଶ୍ୱରଙ୍କ ଗୃହର ଚତୁର୍ଦ୍ଦିଗରେ ରାତ୍ରି କ୍ଷେପଣ କଲେ, କାରଣ ସେମାନଙ୍କ ଉପରେ ତହିଁର ରକ୍ଷାର ଭାର ଓ ପ୍ରତି ପ୍ରଭାତରେ ଦ୍ୱାର ଫିଟାଇବାର କାର୍ଯ୍ୟ ଥିଲା।