1 Chronicles 9:29 — Compare Translations
5 translations compared side by side
Odia - 1840
"ଅନ୍ୟ ଦ୍ବାରପାଳମାନେ କାଠ ଆସବାବପତ୍ର ଓ ବିଶଷେ ପାତ୍ରଗୁଡ଼ିକର ଯତ୍ନ ନବୋ ନିମନ୍ତେ ମନୋନୀତ ହାଇେଥିଲେ। ଆହୁରି ମଧ୍ଯ ସମାନେେ ମଇଦା, ଦ୍ରାକ୍ଷାରସ, ତୈଳ, ସୁଗନ୍ଧଦ୍ରବ୍ଯ ଓ ବିଶଷେ ତୈଳର ଯତ୍ନ ନେଉଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ ଓ ସକଳ ପାତ୍ର ଓ ସରୁ ମଇଦା ଓ ଦ୍ରାକ୍ଷାରସ ଓ ତୈଳ ଓ କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷାକାର୍ଯ୍ୟରେ ନିଯୁକ୍ତ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନ୍ୟ ଦ୍ୱାରପାଳମାନେ କାଠ ଆସବାବପତ୍ର ଓ ବିଶେଷ ପାତ୍ରଗୁଡ଼ିକର ଯତ୍ନ ନେବା ନିମନ୍ତେ ମନୋନୀତ ହୋଇଥିଲେ। ଆହୁରି ମଧ୍ୟ ସେମାନେ ମଇଦା, ଦ୍ରାକ୍ଷାରସ, ତୈଳ, ସୁଗନ୍ଧଦ୍ରବ୍ୟ ଓ ବିଶେଷ ତୈଳର ଯତ୍ନ ନେଉଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ମଧ୍ୟ ସେମାନଙ୍କର କେତେକ ଲୋକ ଆବାସର ସାମଗ୍ରୀ, ସକଳ ପାତ୍ର, ସରୁ ମଇଦା, ଦ୍ରାକ୍ଷାରସ, ତୈଳ, କୁନ୍ଦୁରୁ ଓ ଗନ୍ଧଦ୍ରବ୍ୟ ରକ୍ଷା କାର୍ଯ୍ୟରେ ନିଯୁକ୍ତ ଥିଲେ।