1 Chronicles 9:3 — Compare Translations

5 translations compared side by side

Odia - 1840
"ଏହି ଲୋକମାନେ ଯେଉଁମାନେ ୟିରୁଶାଲମ ରେ ବାସ କରୁଥିଲେ ସମାନେେ ଯିହୁଦା, ବିନ୍ଯାମୀନ, ଇଫ୍ରଯିମ ଓ ମନଃଶିଙ୍କ ଗୋଷ୍ଠୀର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯିହୁଦା-ସନ୍ତାନଗଣ ମଧ୍ୟରୁ ଓ ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ଓ ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ଯେଉଁମାନେ ଯିରୁଶାଲମରେ ବାସ କରୁଥିଲେ ସେମାନେ ଯିହୁଦା, ବିନ୍ୟାମୀନ, ଇଫ୍ରୟିମ ଓ ମନଃଶିଙ୍କ ଗୋଷ୍ଠୀର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯିହୁଦା-ସନ୍ତାନଗଣ ମଧ୍ୟରୁ, ବିନ୍ୟାମୀନ୍ ସନ୍ତାନଗଣ ମଧ୍ୟରୁ, ଇଫ୍ରୟିମ ଓ ମନଃଶି-ସନ୍ତାନଗଣ ମଧ୍ୟରୁ ଏମାନେ ଯିରୂଶାଲମରେ ବାସ କଲେ; ଯଥା,