1 Chronicles 9:30 — Compare Translations

5 translations compared side by side

Odia - 1840
"କିନ୍ତୁ ଯାଜକ ହିଁ ବିଶଷେ ତୈଳର ମିଶ୍ରଣ କାର୍ୟ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଯାଜକ ହିଁ ବିଶେଷ ତୈଳର ମିଶ୍ରଣ କାର୍ଯ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଯାଜକମାନଙ୍କ ସନ୍ତାନଗଣ ମଧ୍ୟରୁ କେତେକ ଜଣ ସୁଗନ୍ଧିଦ୍ରବ୍ୟର ତୈଳ ପ୍ରସ୍ତୁତ କଲେ।