1 Chronicles 9:31 — Compare Translations
5 translations compared side by side
Odia - 1840
"ମତ୍ତଥିଯ ନାମକ ଜଣେ ଲବେୀୟ ଥିଲେ, ୟିଏକି ନବୈେଦ୍ଯ ନିମନ୍ତେ ବ୍ଯବହୃତ ହେଉଥିବା ରୋଟୀ ସକେିବାର କାର୍ୟ୍ଯ କରୁଥିଲେ। ମତ୍ତଥିଯ ଶଲ୍ଲୁମ୍ଙ୍କର ଜେଷ୍ଠ ପୁତ୍ର ଥିଲେ। ଶଲ୍ଲୁମ୍ କୋରହ ବଂଶଜ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ଵାନ୍ନ-ତତ୍ତ୍ଵାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମତ୍ତଥିୟ ନାମକ ଜଣେ ଲେବୀୟ ଥିଲେ, ଯିଏ କି ନୈବେଦ୍ୟ ନିମନ୍ତେ ବ୍ୟବହୃତ ହେଉଥିବା ରୋଟୀ ସେକିବାର କାର୍ଯ୍ୟ କରୁଥିଲେ। ମତ୍ତଥିୟ ଶଲ୍ଲୁମ୍ଙ୍କର ଜ୍ୟେଷ୍ଠ ପୁତ୍ର ଥିଲେ। ଶଲ୍ଲୁମ୍ କୋରହ ବଂଶଜ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ଲେବୀୟମାନଙ୍କ ମଧ୍ୟରୁ କୋରହୀୟ ଶଲ୍ଲୁମ୍ର ଜ୍ୟେଷ୍ଠ ପୁତ୍ର ମତ୍ତଥୀୟ ପକ୍ୱାନ୍ନ-ତତ୍ତ୍ୱାବଧାରଣର ନିରୂପିତ କର୍ମରେ ନିଯୁକ୍ତ ଥିଲା।