1 Chronicles 9:32 — Compare Translations

5 translations compared side by side

Odia - 1840
"କୋରହ ବଂଶଜ କେତଜେଣ ଦ୍ବାରପାଳ ପ୍ରେତ୍ୟକକ ବିଶ୍ରାମବାର ରେ ମଜେ ଉପରେ ପରିବେଶିତ ହେଉଥିବା ରୋଟୀ ପ୍ରସ୍ତୁତ କରିବାର କାର୍ୟ୍ଯ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୋଟୀ ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
କୋରହ ବଂଶଜ କେତେ ଜଣ ଦ୍ୱାରପାଳ ପ୍ରତ୍ୟେକ ବିଶ୍ରାମବାରରେ ମେଜ ଉପରେ ପରିବେଶିତ ହେଉଥିବା ରୋଟୀ ପ୍ରସ୍ତୁତ କରିବାର କାର୍ଯ୍ୟ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନଙ୍କ ଭ୍ରାତୃଗଣ କହାତୀୟ-ସନ୍ତାନଗଣ ମଧ୍ୟରୁ କେତେକ ଜଣ ପ୍ରତି ବିଶ୍ରାମବାର ଦର୍ଶନୀୟ ରୁଟି ପ୍ରସ୍ତୁତ କରିବା ପାଇଁ ନିଯୁକ୍ତ ଥିଲେ।