1 Chronicles 9:33 — Compare Translations
5 translations compared side by side
Odia - 1840
"ସହେି ଲବେୀୟ ଗାଯକଗଣ ସମାନଙ୍କେର ପରିବାରର ମୁଖ୍ଯ ଥିଲେ ଏବଂ ସମାନେେ ମନ୍ଦିର ମଧିଅରେ ଥିବା କଠାେରୀଗୁଡ଼ିକରେ ରହୁଥିଲେ। ସମାନେେ ଅନ୍ୟ କାର୍ୟ୍ଯରୁ ମୁକ୍ତ ଥିଲେ। କାରଣ ଦିନରାତି ମନ୍ଦିରର କାର୍ୟ୍ଯ କରିବା ଦାଯିତ୍ବ ସମାନଙ୍କେ ଉପରେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲେବୀୟମାନଙ୍କ ପିତୃବଂଶପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ଲେବୀୟ ଗାୟକଗଣ ସେମାନଙ୍କର ପରିବାରର ମୁଖ୍ୟ ଥିଲେ ଏବଂ ସେମାନେ ମନ୍ଦିର ମଧ୍ୟରେ ଥିବା କୋଠରୀଗୁଡ଼ିକରେ ରହୁଥିଲେ। ସେମାନେ ଅନ୍ୟ କାର୍ଯ୍ୟରୁ ମୁକ୍ତ ଥିଲେ। କାରଣ ଦିନରାତି ମନ୍ଦିରର କାର୍ଯ୍ୟ କରିବା ଦାୟିତ୍ୱ ସେମାନଙ୍କ ଉପରେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲେବୀୟମାନଙ୍କ ପିତୃବଂଶର ପ୍ରଧାନ ଯେଉଁ ଗାୟକମାନେ, ସେମାନେ କୋଠରିରେ ବାସ କଲେ ଓ ଅନ୍ୟ ସେବାରୁ ମୁକ୍ତ ଥିଲେ; କାରଣ ସେମାନଙ୍କୁ ଦିବାରାତ୍ରି ଆପଣା ଆପଣା କାର୍ଯ୍ୟରେ ନିଯୁକ୍ତ ରହିବାକୁ ହେଲା।