1 Chronicles 9:34 — Compare Translations
5 translations compared side by side
Odia - 1840
"ସମାନଙ୍କେର ପରିବାରର ଇତିହାସ ଅନୁସାରେ ଏହି ଲବେୀୟଗଣ ସମାନଙ୍କେର ପରିବାରର ମୁଖ୍ଯ ଥିଲେ, ସମାନେେ ପରିବାରର ମୁଖ୍ଯ ୟିରୁଶାଲମ ରେ ବାସ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନଙ୍କର ପରିବାରର ଇତିହାସ ଅନୁସାରେ ଏହି ଲେବୀୟଗଣ ସେମାନଙ୍କର ପରିବାରର ମୁଖ୍ୟ ଥିଲେ, ସେମାନେ ଯିରୁଶାଲମରେ ବାସ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।
Odia IRV 2017 (ଓଡିଆ ବାଇବେଲ)
ଏମାନେ ପ୍ରଧାନ ଲୋକ, ଆପଣା ଆପଣାର ସମୁଦାୟ ବଂଶାବଳୀରେ ଲେବୀୟମାନଙ୍କର ପିତୃବଂଶର ପ୍ରଧାନ ଥିଲେ; ଏମାନେ ଯିରୂଶାଲମରେ ବାସ କଲେ।