1 Chronicles 9:36 — Compare Translations

5 translations compared side by side

Odia - 1840
"ୟିଯଲଙ୍କେ ଜେଷ୍ଠପୁତ୍ରର ନାମ ଥିଲା: ଅବ୍ଦୋନ୍। ଅନ୍ୟ ପୁତ୍ରମାନେ ଥିଲେ ସୂର୍, କୀଶ୍, ନେର୍, ବାଲ୍, ନାଦବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତାହାର ପ୍ରଥମଜାତ ପୁତ୍ର ଅବ୍ଦୋନ୍, ତହୁଁ ସୂର୍ ଓ କୀଶ୍ ଓ ବାଲ୍ ଓ ନେର୍ ଓ ନାଦବ୍
Odia Bible ERV 2004 (ପବିତ୍ର ବାଇବଲ)
ଯିୟେ‌ଲଙ୍କ ଜ୍ୟେଷ୍ଠପୁତ୍ରର ନାମ ଥିଲା: ଅ‌ବ୍‌ଦୋ‌ନ୍‌। ଅନ୍ୟ ପୁତ୍ରମାନେ ଥିଲେ ସୂର୍, କୀଶ୍, ନେର୍, ବାଲ୍, ନାଦବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍,
Odia IRV 2017 (ଓଡିଆ ବାଇବେଲ)
ତାହାର ପ୍ରଥମଜାତ ପୁତ୍ର ଅବ୍‍ଦୋନ୍‍, ତହୁଁ ସୂର୍‍, କୀଶ୍‍, ବାଲ୍‍, ନେର୍‍, ନାଦବ୍‍,