1 Chronicles 9:39 — Compare Translations
5 translations compared side by side
Odia - 1840
"ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ ଏବଂ ଶାଉଲ ଯୋନାଥନ୍, ମଲକୀଶୂଯ, ଅବୀନାଦବ ଓ ଈଶ୍-ବାଲ୍ଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା ଓ ଶାଉଲ ଯୋନାଥନ୍ ଓ ମଲ୍କୀଶୂୟ ଓ ଅବୀନାଦବ ଓ ଈଶ୍ବାଲ୍କୁ ଜାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ନେର୍ କୀଶ୍ଙ୍କ ପିତା ଥିଲେ। କୀଶ୍ ଶାଉଲଙ୍କ ପିତା ଥିଲେ ଏବଂ ଶାଉଲ ଯୋନାଥନ୍, ମଲକୀଶୂୟ, ଅବୀନାଦବ ଓ ଈଶ୍-ବାଲ୍ଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ।
Odia IRV 2017 (ଓଡିଆ ବାଇବେଲ)
ନେର୍ କୀଶ୍କୁ ଜାତ କଲା, କୀଶ୍ ଶାଉଲଙ୍କୁ ଜାତ କଲା, ଶାଉଲ ଯୋନାଥନ୍, ମଲ୍କୀଶୂୟ, ଅବୀନାଦବ ଓ ଇଶ୍ବାଲକୁ ଜାତ କଲେ।