1 Chronicles 9:4 — Compare Translations

5 translations compared side by side

Odia - 1840
"ଊଥଯ ଅମ୍ମୀହୂଦ୍ଙ୍କ ପୁତ୍ର ଥିଲେ। ଅମ୍ମୀହୂଦ୍ ଅମ୍ରିଙ୍କ ପୁତ୍ର ଥିଲେ। ଅମ୍ରି ଇମ୍ରିଙ୍କ ପୁତ୍ର ଥିଲେ। ଇମ୍ରି ବାନିଙ୍କ ପୁତ୍ର ଥିଲେ। ବାନି ପରେସ୍ଙ୍କ ଜଣେ ବଂଶଧର ଥିଲେ। ପରେସ୍ ଯିହୁଦାଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;
Odia Bible ERV 2004 (ପବିତ୍ର ବାଇବଲ)
ଊଥୟ ଅମ୍ମୀହୂ‌ଦଙ୍କ ପୁତ୍ର ଥିଲେ। ଅମ୍ମୀହୂଦ୍ ଅମ୍ରିଙ୍କ ପୁତ୍ର ଥିଲେ। ଅମ୍ରି ଇମ୍ରିଙ୍କ ପୁତ୍ର ଥିଲେ। ଇମ୍ରି ବାନିଙ୍କ ପୁତ୍ର ଥିଲେ। ବାନି ପେରସଙ୍କ ଜଣେ ବଂଶଧର ଥିଲେ। ପେରସ୍ ଯିହୁଦାଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିଙ୍କର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;
Odia IRV 2017 (ଓଡିଆ ବାଇବେଲ)
ଯିହୁଦାର ପୁତ୍ର ପେରସର ସନ୍ତାନଗଣ ମଧ୍ୟରୁ ବାନିର ବୃଦ୍ଧ ପ୍ରପୌତ୍ର ଇମ୍ରିର ପ୍ରପୌତ୍ର ଅମ୍ରିର ପୌତ୍ର ଅମ୍ମୀହୂଦର ପୁତ୍ର ଊଥୟ;