1 Chronicles 9:42 — Compare Translations
5 translations compared side by side
Odia - 1840
"ଆହସ୍ ୟାରହଙ୍କ ପିତା ଥିଲେ। ୟାରହ ଆଲମେତ, ଅସ୍ମାବତ୍ ଓ ସିମ୍ରି। ସିମ୍ରି ମାେତସାଙ୍କ ପିତା ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହସ୍ ଯାରହକୁ ଜାତ କଲା ଓ ଯାରହ ଆଲେମତ୍ ଓ ଅସ୍ମାବତ୍ ଓ ସିମ୍ରିକି ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା
Odia Bible ERV 2004 (ପବିତ୍ର ବାଇବଲ)
ଆହସ୍ ଯାରହଙ୍କ ପିତା ଥିଲେ। ଯାରହ ଆଲେମତ, ଅସ୍ମାବତ୍ ଓ ସିମ୍ରିଙ୍କ ପିତା ଥିଲେ। ସିମ୍ରି ମୋତ୍ସାଙ୍କ ପିତା ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହସ୍ ଯାରହକୁ ଜାତ କଲା, ଯାରହ ଆଲେମତ୍, ଅସ୍ମାବତ୍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା
Odia IRV 2017 (ଓଡିଆ ବାଇବେଲ)
ଆହସ୍ ଯାରହକୁ ଜାତ କଲା, ଯାରହ ଆଲେମତ୍, ଅସ୍ମାବତ୍ ଓ ସିମ୍ରିକୁ ଜାତ କଲା; ସିମ୍ରି ମୋତ୍ସାକୁ ଜାତ କଲା