1 Chronicles 9:43 — Compare Translations
5 translations compared side by side
Odia - 1840
"ମାେତସା ବିନିଯାଙ୍କ ପିତା ଥିଲେ ଏବଂ ରଫାଯ ବିନିଯାଙ୍କ ପୁତ୍ର ଥିଲେ। ଇଲୀଯାସା ରଫାଯଙ୍କର ପୁତ୍ର ଥିଲେ। ଏବଂ ଆତ୍ ସେଲ ଇଲୀଯାସଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ ।
Odia Bible ERV 2004 (ପବିତ୍ର ବାଇବଲ)
ମୋତ୍ସା ବିନିୟାଙ୍କ ପିତା ଥିଲେ ଏବଂ ରଫାୟ ବିନିୟାଙ୍କ ପୁତ୍ର ଥିଲେ। ଇଲୀୟାସା ରଫାୟଙ୍କର ପୁତ୍ର ଥିଲେ। ଏବଂ ଆତ୍ସେଲ ଇଲୀୟାସଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ।
Odia IRV 2017 (ଓଡିଆ ବାଇବେଲ)
ଓ ମୋତ୍ସା ବିନୀୟାକୁ ଜାତ କଲା; ବିନୀୟାର ପୁତ୍ର ରଫାୟ, ତାହାର ପୁତ୍ର ଇଲୀୟାସା, ତାହାର ପୁତ୍ର ଆତ୍ସେଲ।