1 Chronicles 9:44 — Compare Translations

5 translations compared side by side

Odia - 1840
"ଆତ୍ ସେଲଙ୍କ ଛଅପୁତ୍ର ଥିଲେ। ସମାଙ୍କେର ନାମ ଥିଲା: ଅସ୍ରୀକାମ୍, ବୋଖରୁ, ଇଶ୍ମାଯଲେ, ଶିଯରିଯ, ଓବଦିଯ ଓ ହାନନ୍। ଏହି ସମସ୍ତ ଆତ ସେଲଙ୍କ ସନ୍ତାନ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ ଓ ଇଶ୍ମାୟେଲ ଓ ଶିୟରୀୟ ଓ ଓବଦୀୟ ଓ ହାନନ୍; ଏସମସ୍ତେ ଆତ୍ସେଲ୍ର ସନ୍ତାନ ।
Odia Bible ERV 2004 (ପବିତ୍ର ବାଇବଲ)
ଆତ୍‌ସେଲଙ୍କ ଛଅ ପୁତ୍ର ଥିଲେ। ସେମାନଙ୍କର ନାମ ଥିଲା: ଅସ୍ରୀକାମ୍, ବୋଖରୁ, ଇ‌ଶ୍‌ମାୟେଲ, ଶିୟରିୟ, ଓବଦିୟ ଓ ହାନନ୍। ଏହି ସମସ୍ତ ଆତ୍‌ସେଲଙ୍କ ସନ୍ତାନ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଆତ୍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍ସେଲର ସନ୍ତାନ।
Odia IRV 2017 (ଓଡିଆ ବାଇବେଲ)
ଆଉ ଆତ୍‍ସେଲର ଛଅ ପୁତ୍ର ଥିଲେ, ସେମାନଙ୍କ ନାମ ଏହି, ଅସ୍ରୀକାମ, ବୋଖରୁ, ଇଶ୍ମାୟେଲ, ଶିୟରୀୟ, ଓବଦୀୟ ଓ ହାନନ୍‍; ଏସମସ୍ତେ ଆତ୍‍ସେଲ୍‍ର ସନ୍ତାନ।