1 Chronicles 9:5 — Compare Translations
5 translations compared side by side
Odia - 1840
"ୟିରୁଶାଲମ ରେ ବାସ କରୁଥିବା ଶୀଲୋନୀଯ ଲୋକମାନେ ଥିଲେ, ଅସାଯ ଜେଷ୍ଠ ପୁତ୍ର ଥିଲେ ଓ ଅସାଯଙ୍କର ପୁତ୍ରମାନେ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ବାସ କରୁଥିବା ଶୀଲୋନୀୟ ଲୋକମାନେ ଥିଲେ, ଅସାୟ ଜ୍ୟେଷ୍ଠ ପୁତ୍ର ଥିଲେ ଓ ଅସାୟଙ୍କର ପୁତ୍ରମାନେ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।
Odia IRV 2017 (ଓଡିଆ ବାଇବେଲ)
ଆଉ ଶୀଲୋନୀୟମାନଙ୍କ ମଧ୍ୟରୁ ପ୍ରଥମଜାତ ଅସାୟ ଓ ତାହାର ସନ୍ତାନଗଣ।