1 Chronicles 9:6 — Compare Translations
5 translations compared side by side
Odia - 1840
"ୟିରୁଶାଲମ ରେ ବାସ କରୁଥିବା ସରହରେ ଲୋକମାନେ ଥିଲେ, ୟୁଯଲେ ଓ ତାଙ୍କର ଆତ୍ମୀଯମାନେ। ସମାନେେ ସମୁଦାଯ 690 ଜଣ ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ ।
Odia Bible ERV 2004 (ପବିତ୍ର ବାଇବଲ)
ଯିରୁଶାଲମରେ ବାସ କରୁଥିବା ସେରହର ଲୋକମାନେ ଥିଲେ, ଯୁୟେଲ ଓ ତାଙ୍କର ଆତ୍ମୀୟମାନେ। ସେମାନେ ସମୁଦାୟ 690 ଜଣ ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେରହର ସନ୍ତାନମାନଙ୍କ ମଧ୍ୟରୁ ଯୁୟେଲ ଓ ସେମାନଙ୍କ ଭ୍ରାତୃଗଣ, ଏମାନେ ଛଅ ଶହ ନବେ ଜଣ।