1 Chronicles 9:7 — Compare Translations

5 translations compared side by side

Odia - 1840
"ଏହି ଲୋକମାନେ ୟିରୁଶାଲମ ରେ ବାସ କରୁଥିବା ବିନ୍ଯାମୀନ ପରିବାରବର୍ଗର ଥିଲେ: ସଲ୍ଲୁ ମଶୁଲ୍ଲଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ହୋଦ୍ବିଯଙ୍କ ପୁତ୍ର ଥିଲେ। ହୋଦ୍ବିଯ ହସନୁଯଲଙ୍କେ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବିନ୍ୟାମୀନ-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବିୟର ପୌତ୍ର ମଶୁଲ୍ଲମର ପୁତ୍ର ସଲ୍ଲୁ;
Odia Bible ERV 2004 (ପବିତ୍ର ବାଇବଲ)
ଏହି ଲୋକମାନେ ଯିରୁଶାଲମରେ ବାସ କରୁଥିବା ବିନ୍ୟାମୀନ ପରିବାରବର୍ଗର ଥିଲେ: ସଲ୍ଲୁ ମଶୁଲ୍ଲଙ୍କ ପୁତ୍ର ଥିଲେ। ମଶୁଲ୍ଲମ୍ ହୋ‌ଦ୍‌ବିୟଙ୍କ ପୁତ୍ର ଥିଲେ। ହୋ‌ଦ୍‌ବିୟ ହସନୁୟେଲଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ;
Odia IRV 2017 (ଓଡିଆ ବାଇବେଲ)
ବିନ୍ୟାମୀନ୍-ସନ୍ତାନଗଣ ମଧ୍ୟରୁ ହସନୁୟେଲର ପ୍ରପୌତ୍ର ହୋଦବୀୟର ପୌତ୍ର ମଶୁଲ୍ଲମ୍‍ର ପୁତ୍ର ସଲ୍ଲୁ;