1 Chronicles 9:8 — Compare Translations

5 translations compared side by side

Odia - 1840
"ୟିବ୍ନିଯ ୟିରୋହମଙ୍କ ପୁତ୍ର ଥିଲେ। ଏଲା ଉଷିଙ୍କ ପୁତ୍ର ଥିଲେ। ଉଷି ମିଖ୍ରିଙ୍କ ପୁତ୍ର ଥିଲେ। ମଶୁଲ୍ଲମ ଶଫଟିଯଙ୍କ ପୁତ୍ର ଥିଲେ। ଶଫଟିଯ ରୁଯଲଙ୍କେ ପୁତ୍ର ଥିଲେ ଏବଂ ରୁଯଲେ ଇବ୍ନିଯଙ୍କ ପୁତ୍ର ଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଯିରୋହମର ପୁତ୍ର ଯିବ୍ନୀୟ ଓ ମିଖ୍ରିର ପୌତ୍ର ଉଷୀର ପୁତ୍ର ଏଲା, ଆଉ ଇଦ୍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫ୍ଟୀୟର ପୁତ୍ର ମଶୁଲ୍ଲମ୍;
Odia Bible ERV 2004 (ପବିତ୍ର ବାଇବଲ)
ଯି‌ବ୍‌ନିୟ ଯିରୋହମଙ୍କ ପୁତ୍ର ଥିଲେ। ଏଲା ଉଷିଙ୍କ ପୁତ୍ର ଥିଲେ। ଉଷି ମିଖ୍ରିଙ୍କ ପୁତ୍ର ଥିଲେ। ମଶୁଲ୍ଲମ ଶଫଟିୟଙ୍କ ପୁତ୍ର ଥିଲେ। ଶଫଟିୟ ରୂୟେଲଙ୍କ ପୁତ୍ର ଥିଲେ ଏବଂ ରୂୟେଲ ଇ‌ବ୍‌ନିୟଙ୍କ ପୁତ୍ର ଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଯିରୋହମର ପୁତ୍ର ଯିବ୍‍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍‍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍‍;
Odia IRV 2017 (ଓଡିଆ ବାଇବେଲ)
ଆଉ ଯିରୋହମର ପୁତ୍ର ଯିବ୍‍ନୀୟ ଓ ମିଖ୍ରିର ପୌତ୍ର ଉଷିର ପୁତ୍ର ଏଲା, ଆଉ ଇଦ୍‍ନୀୟର ପ୍ରପୌତ୍ର ରୁୟେଲର ପୌତ୍ର ଶଫଟୀୟର ପୁତ୍ର ମଶୁଲ୍ଲମ୍‍;