1 Corinthians 1:10 — Compare Translations
7 translations compared side by side
Odia - 1840
"ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମ ରେ ମୁଁ ନିବଦନେ କରେ ଯେ, ତୁମ୍ଭମାନେେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ବାରା ତୁମ୍ଭମାନଙ୍କ ଭିତ ରେ କୌଣସି ବିଭାଜନ ହବେ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ଯ ସମାନ ହବୋ ଦ୍ବାରା ତୁମ୍ଭମାନେେ ସଂପୂର୍ଣ୍ଣ ସଂୟୁକ୍ତ ହୁଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ଅଧିକାର ବଳରେ ମୁଁ ତୁମ୍ଭମାନଙ୍କୁ ଆବେଦନ କରୁଛି, ଆଲୋଚନା କରିବା ସମୟରେ ଏକ ମତ ହୁଅ। ତା’ହେଲେ ତୁମ ମଧ୍ୟରେ କୌଣସି ବିଭେଦ ରହିବ ନାହିଁ।
Odia Bible ERV 2004 (ପବିତ୍ର ବାଇବଲ)
କରିନ୍ଥୀ ମଣ୍ଡଳୀରେ ସମସ୍ୟା ହେ ଭାଇ ଓ ଭଉଣୀମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ନିବେଦନ କରେ ଯେ, ତୁମ୍ଭେମାନେ ପରସ୍ପର ସହିତ ଏକମତ ହୁଅ। ଏହା ଦ୍ୱାରା ତୁମ୍ଭମାନଙ୍କ ଭିତରେ କୌଣସି ବିଭାଜନ ହେବ ନାହିଁ। ତୁମ୍ଭମାନଙ୍କର ଚିନ୍ତାଧାରା ଓ ଲକ୍ଷ୍ୟ ସମାନ ହେବା ଦ୍ୱାରା ତୁମ୍ଭେମାନେ ସମ୍ପୂର୍ଣ୍ଣ ସଂଯୁକ୍ତ ହୁଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ।
Odia IRV 2017 (ଓଡିଆ ବାଇବେଲ)
ହେ ଭାଇମାନେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ମୁଁ ତୁମ୍ଭମାନଙ୍କୁ ଅନୁରୋଧ କରୁଅଛି, ଯେପରି ତୁମ୍ଭେମାନେ ସମସ୍ତେ ଏକ କଥା କୁହ, ଆଉ ତୁମ୍ଭମାନଙ୍କ ମଧ୍ୟରେ ଦଳଭେଦ ନ ହୁଏ, କିନ୍ତୁ ତୁମ୍ଭେମାନେ ଏକ ମନରେ ଓ ଏକ ବିଚାରରେ ସମ୍ମିଳିତ ହୁଅ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚ್ಯಾ ನಾವಾನ್ ಮಿಯಾ ತುಮ್ಚ್ಯಾಕ್ಡೆ ಮಾಗ್ತಾ; ತುಮಿ ಎಕುಚ್ ಮನಾಚೆ ಹೊವ್ನ್ ರ್ಹಾವ್ಚೆ ತುಮ್ಚ್ಯಾ ಮದ್ದಿ ಭಾಗ್ ರ್ಹಾವ್ಚೆ ನ್ಹಯ್, ತುಮಿ ಸಗ್ಳೆ ಜಾನಾ ಎಕುಚ್ ಮನಾಚೆ ಅನಿ ಎಕುಚ್ ಚಿಂತಾಪಾಚೆ ಹೊವ್ನ್ ರ್ಹಾವ್ಚೆ.