1 Corinthians 1:11 — Compare Translations

7 translations compared side by side

Odia - 1840
"ହେ ଭାଇ ଓ ଭଉଣୀମାନେ ଖ୍ଲଯୀଙ୍କ ପରିବାରର କେତକେ ଲୋକ ତୁମ୍ଭମାନଙ୍କ ବିଷୟ ରେ ମାେତେ କହିଛନ୍ତି ଯେ, ତୁମ୍ଭମାନଙ୍କ ଭିତ ରେ ପରସ୍ପର ବାଦବିବାଦ ଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ଵନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି ।
Odia BSI (ପବିତ୍ର ବାଇବଲ (CL) NT (BSI))
ଏକ ଚିନ୍ତା ଓ ଏକ ଲକ୍ଷ୍ୟ ନେଇ ଏକତାବଦ୍ଧ ହୁଅ। ଭାଇମାନେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ରହିଛି ବୋଲି ଖୁୟୀଙ୍କ ପରିବାରର କେତେକ ମୋତେ ଜଣାଇଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ହେ ଭାଇ ଓ ଭଉଣୀମାନେ ଖ୍ଳୟୀଙ୍କ ପରିବାରର କେତେକ ଲୋକ ତୁମ୍ଭମାନଙ୍କ ବିଷୟରେ ମୋତେ କହିଛନ୍ତି ଯେ, ତୁମ୍ଭମାନଙ୍କ ଭିତରେ ପରସ୍ପର ବାଦବିବାଦ ଅଛି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋʼ ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି।
Odia IRV 2017 (ଓଡିଆ ବାଇବେଲ)
କାରଣ, ହେ ମୋହର ଭାଇମାନେ, ଖ୍ଳୟୀଙ୍କ ପରିଜନଙ୍କଠାରୁ ତୁମ୍ଭମାନଙ୍କ ସମ୍ବନ୍ଧରେ ମୋ' ନିକଟରେ ଏହା ପ୍ରକାଶ ପାଇଅଛି ଯେ, ତୁମ୍ଭମାନଙ୍କ ମଧ୍ୟରେ ବାଦବିବାଦ ଅଛି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಭಾವಾನು ಅನಿ ಭೆನಿಯಾನು ತುಮ್ಚ್ಯಾ ಮದ್ದಿ ನ್ಯಾಯ್ ಝಗ್ಡೆ ಉಟ್ಲ್ಯಾತ್ ಮನುನ್ ಖ್ಲೊಯೆಚ್ಯಾ ಘರ್‍ಚ್ಯಾ ಲೊಕಾಂಚ್ಯಾ ವೈನಾ ಮಾಕಾ ಕಳ್ಳಾ.