1 Corinthians 1:12 — Compare Translations

7 translations compared side by side

Odia - 1840
"ମୁଁ ଏହା କହିବା ଅର୍ଥ: ତୁମ୍ଭମାନଙ୍କ ଭିତରୁ ଜଣେ କୁ ହେ, ମୁଁ ପାଉଲଙ୍କର ଅନୁଗାମୀ, ଆଉଜଣେ କୁ ହେ ମୁଁ ଆପଲ୍ଲଙ୍କର ଅନୁଗାମୀ, ଅନ୍ୟ ଜଣେ କୁ ହେ, ମୁଁ କଫୋଙ୍କର ଅନୁଗାମୀ, ଓ ଅନ୍ୟଜଣେ କୁ ହେ: ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ!"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କେଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର ।
Odia BSI (ପବିତ୍ର ବାଇବଲ (CL) NT (BSI))
ମୋର ମନେହୁଏ, ତୁମ୍ଭେମାନେ ପ୍ରତେକେ ବିଭିନ୍ନ ମତ ବ୍ୟକ୍ତ କରୁଛ। କେହି କହୁଛି, ‘ମୁଁ ପାଉଲଙ୍କୁ ଅନୁସରଣ କରୁଛି,’ କେହି କହୁଛି, ‘ମୁଁ ପିତରଙ୍କର ଅନୁଗାମୀ,’ ଆଉ କେହି କହୁଛି, ‘ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ’।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଏହା କହିବା ଅର୍ଥ: ତୁମ୍ଭମାନଙ୍କ ଭିତରୁ ଜଣେ କୁହେ, “ମୁଁ ପାଉଲଙ୍କର ଅନୁଗାମୀ,” ଆଉଜଣେ କୁହେ “ମୁଁ ଆପଲ୍ଲଙ୍କର ଅନୁଗାମୀ,” ଅନ୍ୟ ଜଣେ କୁହେ, “ମୁଁ କେଫାଙ୍କର ଅନୁଗାମୀ,” ଓ ଅନ୍ୟଜଣେ କୁହେ: “ମୁଁ ଖ୍ରୀଷ୍ଟଙ୍କର ଅନୁଗାମୀ!”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମୋʼ କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର।
Odia IRV 2017 (ଓଡିଆ ବାଇବେଲ)
ମୋ' କଥାର ଭାବ ଏହି, ତୁମ୍ଭମାନଙ୍କ ମଧ୍ୟରୁ କେହି କେହିି କହନ୍ତି, ମୁଁ ପାଉଲଙ୍କର, କେହି କେହି କହନ୍ତି, ମୁଁ ଆପଲ୍ଲଙ୍କର, କେହି କେହି କହନ୍ତି, ମୁଁ କୈଫାଙ୍କର, ଆଉ କେହି କେହି କହନ୍ତି, ମୁଁ ଖ୍ରୀଷ୍ଟଙ୍କର ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆ ಕಶೆ ಕಾಯ್ ಮಟ್ಲ್ಯಾರ್; ತುಮ್ಚ್ಯಾತ್ಲೊ ಎಕ್ಲೊ ಅಪ್ನಿ ಪಾವ್ಲುಚೊ, ಅನಿ ಎಕ್ಲೊ, ಅಪೊಲ್ಲೊಚೊ, ಅನಿ ತಿನ್ವೆಚೊ, ಅಪ್ನಿ ಪೆದ್ರುಚೊ; “ಅನಿ ಚಾರ್‍ವೆಚೊ ಅಪ್ನಿ ಕೆಫಾಸಾಚೊ ನಾತರ್ ಕ್ರಿಸ್ತಾಚೊ” ಮನುನ್ ಮನ್ತಾ ಮನಿ.