1 Corinthians 1:16 — Compare Translations
7 translations compared side by side
Odia - 1840
"ମୁଁ ସ୍ତିଫାନଙ୍କ ପରିବାରକୁ ମଧ୍ଯ ବାପ୍ତଜିତ କରିଛି, କିନ୍ତୁ ଆଉ କେଉଁମାନଙ୍କୁ ବାପ୍ତିଜିତ କରିଛି, ତାହା ମନେ ପଡ଼ୁ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି; ଏହା ଛଡ଼ା ମୁଁ ଆଉ କାହାରିକି ବାପ୍ତିସ୍ମ ଦେଇଅଛି ବୋଲି ମୋର ମନେ ପଡ଼ୁ ନାହିଁ ।
Odia BSI (ପବିତ୍ର ବାଇବଲ (CL) NT (BSI))
(ହଁ, ମୁଁ ସ୍ତିଫାନ ଓ ତାଙ୍କ ପରିବାରବର୍ଗଙ୍କୁ ଜଳଦୀକ୍ଷା ଦେଇଥିଲି। ଅନ୍ୟ କାହାକୁ ଜଳଦୀକ୍ଷା ଦେଇଛି ବୋଲି ମୋର ମନେ ପଡ଼ୁ ନାହିଁ।)
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ସ୍ତିଫାନଙ୍କ ପରିବାରକୁ ମଧ୍ୟ ବାପ୍ତିଜିତ କରିଛି, କିନ୍ତୁ ଆଉ କେଉଁମାନଙ୍କୁ ବାପ୍ତିଜିତ କରିଛି, ତାହା ମନେ ପଡ଼ୁ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛି, ଏହା ଛଡ଼ା ମୁଁ ଆଉ କାହାରିକୁ ବାପ୍ତିସ୍ମ ଦେଇଅଛି ବୋଲି ମୋହର ମନେ ପଡ଼ୁ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ଆଉ ସ୍ତିଫାନଙ୍କ ପରିଜନଙ୍କୁ ମଧ୍ୟ ବାପ୍ତିସ୍ମ ଦେଇଅଛିନ୍ତ ଏହାଛଡ଼ା ମୁଁ ଆଉ କାହାରିକି ବାପ୍ତିସ୍ମ ଦେଇଅଛି ବୋଲି ମୋର ମନେ ପଡ଼ୁ ନାହିଁ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಸ್ತೆಫನಾಚ್ಯಾ ಘರಾನ್ಯಾಚ್ಯಾಕ್ನಿಬಿ ಮಿಯಾ ಬಾಲ್ತಿಮ್ ದಿಲಾ ತೆ ಖರೆ ಹಾಯ್, ಎವ್ಡೆ ಸೊಡುನ್ ಅನಿ ಕೊನಾಕ್ ಮಿಯಾ ಬಾಲ್ತಿಮ್ ದಿಲಾ ಮನ್ತಲೆ ಮಾಕಾ ತರ್ ಕಾಯ್ ಯಾದ್ ನಾ.