1 Corinthians 1:18 — Compare Translations
7 translations compared side by side
Odia - 1840
"ଯେଉଁମାନେ ନଷ୍ଟ ହାଇେ ଯାଇଛନ୍ତି, ସମାନଙ୍କେ ଲାଗି କୃଶର ବାର୍ତ୍ତା ସଂପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭପ୍ରତି ଏହା ପରମେଶ୍ବରଙ୍କ ଶକ୍ତି ସ୍ବରୂପ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ଵରଙ୍କ ଶକ୍ତି ଅଟେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ବିନଷ୍ଟ ହେବାକୁ ଯାଉଥିବା ଲୋକମାନଙ୍କ ପାଇଁ କ୍ରୁଶର ବାର୍ତ୍ତା ନିର୍ବୋଧତା। କିନ୍ତୁ ଆମ୍ଭମାନଙ୍କ ପରି ପରିତ୍ରାଣପ୍ରାପ୍ତ ହେଉଥିବା ଲୋକମାନଙ୍କ ପାଇଁ ଏହା ହେଉଛି ଈଶ୍ୱରଙ୍କ ଶକ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ଖ୍ରୀଷ୍ଟଙ୍କଠାରେ ଥିବା ପରମେଶ୍ୱରଙ୍କ ଶକ୍ତି ଓ ଜ୍ଞାନ ଯେଉଁମାନେ ନଷ୍ଟ ହୋଇ ଯାଇଛନ୍ତି, ସେମାନଙ୍କ ଲାଗି କ୍ରୁଶର ବାର୍ତ୍ତା ସମ୍ପୂର୍ଣ୍ଣ ମୂର୍ଖତା ଅଟେ। କିନ୍ତୁ ଆମ୍ଭେ ଯେଉଁମାନେ ଉଦ୍ଧାର ପାଇଛୁ, ଆମ୍ଭ ପ୍ରତି ଏହା ପରମେଶ୍ୱରଙ୍କ ଶକ୍ତି ସ୍ୱରୂପ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ବରଙ୍କ ଶକ୍ତି ଅଟେ।
Odia IRV 2017 (ଓଡିଆ ବାଇବେଲ)
କାରଣ ବିନାଶ ପ୍ରାପ୍ତ ହେଉଥିବା ଲୋକମାନଙ୍କ ପ୍ରତି କ୍ରୁଶର କଥା ମୂର୍ଖତା ମାତ୍ର, କିନ୍ତୁ ପରିତ୍ରାଣ ପ୍ରାପ୍ତ ହେଉଥିବା ଆମ୍ଭମାନଙ୍କ ପ୍ରତି ତାହା ଈଶ୍ୱରଙ୍କ ଶକ୍ତି ଅଟେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ನಾಸಾಕ್ ಘೆವ್ನ್ ಜಾತಲ್ಯಾ ವಾಟೆನ್ ಚಲ್ತಲ್ಯಾಕ್ನಿ ಕುರ್ಸಾಚಿ ಖಬರ್ ಎಕ್ ಪಿಶೆಪಾನ್ ಸಾರ್ಕೆ ದಿಸ್ತಾ, ಖರೆ ರಾಕನ್ ಹೊಲ್ಲ್ಯಾ ಅಮ್ಕಾ ತಿ ಖಬರ್ ದೆವಾಚೆ ಬಳ್ ಹೊವ್ನ್ ಹಾಯ್.