1 Corinthians 1:2 — Compare Translations

7 translations compared side by side

Odia - 1840
"କରିନ୍ଥଠା ରେ ଥିବା ପରମେଶ୍ବରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟଯୀଶୁଙ୍କଠା ରେ ପବିତ୍ର କରାଯାଇଛନ୍ତି ସମାନଙ୍କେ ନିକଟକୁ ଏହି ପତ୍ର ଲଖାେ ଯାଉଅଛି। ତୁମ୍ଭମାନେେ ଈଶ୍ବରଙ୍କ ପବିତ୍ର ଲୋକ ହବୋ ନିମନ୍ତେ ଆହୂତ ହାଇେଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମ ରେ ସର୍ବତ୍ର ଯେଉଁମାନେ ବିଶ୍ବାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ବାସୀଙ୍କ ସହିତ ତୁମ୍ଭମାନେେ ଆହୂତ ହାଇେଅଛ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କରିନ୍ଥରେ ଥିବା ଈଶ୍ଵରଙ୍କ ମଣ୍ତଳୀ ନିକଟକୁ ଲେଖୁଅଛନ୍ତି; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
Odia BSI (ପବିତ୍ର ବାଇବଲ (CL) NT (BSI))
କରିନ୍ଥ ନଗରସ୍ଥ ଈଶ୍ୱରଙ୍କ ମଣ୍ଡଳୀକୁ ଏ ପତ୍ର ଲେଖୁଛନ୍ତି:- ଯେଉଁମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ଓ ଯୀଶୁ ଖ୍ରୀଷ୍ଟଙ୍କ ସହ ମିଳିତ ହେବା ଦ୍ୱାରା ଈଶ୍ୱରଙ୍କ ହୋଇ ଅଛନ୍ତି ଏବଂ ସର୍ବତ୍ର ଆମ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କର ଉପାସନା କରୁଛନ୍ତି:
Odia Bible ERV 2004 (ପବିତ୍ର ବାଇବଲ)
କରିନ୍ଥଠାରେ ଥିବା ପରମେଶ୍ୱରଙ୍କ ମଣ୍ଡଳୀ, ପୁଣି ଯେଉଁମାନେ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ର କରାଯାଇଛନ୍ତି ସେମାନଙ୍କ ନିକଟକୁ ଏହି ପତ୍ର ଲେଖା ଯାଉଅଛି। ତୁମ୍ଭେମାନେ ଈଶ୍ୱରଙ୍କ ପବିତ୍ର ଲୋକ ହେବା ନିମନ୍ତେ ଆହୂତ ହୋଇଅଛ। ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ସର୍ବତ୍ର ଯେଉଁମାନେ ବିଶ୍ୱାସ କରନ୍ତି ଏପରି ସବୁ ଖ୍ରୀଷ୍ଟବିଶ୍ୱାସୀଙ୍କ ସହିତ ତୁମ୍ଭେମାନେ ଆହୂତ ହୋଇଅଛ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କରିନ୍ଥ ସହରରେ ଥିବା ଈଶ୍ବରଙ୍କ ମଣ୍ଡଳୀ ନିକଟକୁ ପତ୍ର; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
Odia IRV 2017 (ଓଡିଆ ବାଇବେଲ)
କରିନ୍ଥରେ ଥିବା ଈଶ୍ୱରଙ୍କ ମଣ୍ଡଳୀ ନିକଟକୁ; ଯେଉଁମାନେ ସର୍ବତ୍ର, ସେମାନଙ୍କ ଓ ଆମ୍ଭମାନଙ୍କ ସ୍ଥାନରେ, ଆମ୍ଭମାନଙ୍କ ପ୍ରଭୁ ଯୀଶୁଖ୍ରୀଷ୍ଟଙ୍କ ନାମରେ ପ୍ରାର୍ଥନା କରନ୍ତି, ସେ ସମସ୍ତଙ୍କ ସହିତ ଖ୍ରୀଷ୍ଟ ଯୀଶୁଙ୍କଠାରେ ପବିତ୍ରୀକୃତ ଓ ଆହୂତ ସାଧୁ ଯେ ତୁମ୍ଭେମାନେ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಕೊರಿಂಥಾತ್ಲ್ಯಾ ದೆವಾಚ್ಯಾ ಲೊಕಾಂಚ್ಯಾ ತಾಂಡ್ಯಾಕ್, ದೆವಾಚಿ ಪವಿತ್ರ್ ಲೊಕಾ ಹೊವ್ಕ್ ಮನುನ್ ಬಲ್ವುಲ್ಲ್ಯಾಕ್ನಿ ಅನಿ ಜೆಜು ಕ್ರಿಸ್ತಾಚ್ಯಾ ಎಕ್ವಟ್ಟಾನ್ ದೆವಾಕ್ ಸಮಂದ್ ಪಡಲ್ಲ್ಯಾಕ್ನಿ ಅನಿ ಸಗ್ಳ್ಯಾಕ್ಡೆ ತೆಂಚ್ಯಾ ಅನಿ ಅಮ್ಚ್ಯಾ ಧನಿಯಾ ಜೆಜು ಕ್ರಿಸ್ತಾಚೆ ಆರಾದನ್ ಕರ್‍ತಲ್ಯಾ ಸಗ್ಳ್ಯಾ ಲೊಕಾಕ್ನಿ ಲಿವ್ತಲೆ ಕಾಯ್ ಮಟ್ಲ್ಯಾರ್: