1 Corinthians 1:21 — Compare Translations
7 translations compared side by side
Odia - 1840
"ପରମେଶ୍ବର ଆପଣା ଜ୍ଞାନ ରେ ଏହା ଚାହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳ ରେ ପରମେଶ୍ବରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଚାରକୁ ଜଗତ ମୂର୍ଖତା ବୋଲି କୁ ହେ, ସହେି ବାର୍ତ୍ତା ଯେଉଁମାନେ ବିଶ୍ବାସ କରୁଛନ୍ତି, ତଦ୍ଦ୍ବାରା ସମାନଙ୍କେୁ ଉଦ୍ଧାର କରିବାକୁ ଇଚ୍ଛାକଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ଈଶ୍ଵରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ଵାରା ଈଶ୍ଵରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ଵାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ଵର ସନ୍ତୁଷ୍ଟ ହେଲେ ।
Odia BSI (ପବିତ୍ର ବାଇବଲ (CL) NT (BSI))
ଈଶ୍ୱର ତାଙ୍କ ମହାଜ୍ଞାନରେ ସ୍ଥିର କରିଥିଲେ ଯେ ମନୁଷ୍ୟ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ଜାଣିପାରିବ ନାହିଁ। ଅନ୍ୟ ପକ୍ଷରେ, ଆମେ ପ୍ରଚାର କରୁଥିବା ତଥାକଥିତ ନିର୍ବୋଧ ସୁସମାଚାରରେ ବିଶ୍ୱାସ କରୁଥିବା ଲୋକମାନଙ୍କୁ ଉଦ୍ଧାର କରିବା ପାଇଁ ଈଶ୍ୱର ମନସ୍ଥ କରିଛନ୍ତି।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱର ଆପଣା ଜ୍ଞାନରେ ଏହା ଗ୍ଭହିଁଲେ ଯେ, ଜଗତ କଦାପି ନିଜ ଜ୍ଞାନ ବଳରେ ପରମେଶ୍ୱରଙ୍କୁ ଜାଣି ପାରିବ ନାହିଁ। ତେଣୁ ଯେଉଁ ସୁସମାଗ୍ଭରକୁ ଜଗତ ମୂର୍ଖତା ବୋଲି କୁହେ, ସେହି ବାର୍ତ୍ତା ଯେଉଁମାନେ ବିଶ୍ୱାସ କରୁଛନ୍ତି, ତଦ୍ଦ୍ୱାରା ସେମାନଙ୍କୁ ଉଦ୍ଧାର କରିବାକୁ ଇଚ୍ଛା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ଈଶ୍ବରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ବରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ଵାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ବର ସନ୍ତୁଷ୍ଟ ହେଲେ।
Odia IRV 2017 (ଓଡିଆ ବାଇବେଲ)
କାରଣ ଈଶ୍ୱରଙ୍କ ଜ୍ଞାନ ପ୍ରକାଶିତ ହୋଇଥିଲେ ହେଁ ଜଗତ ନିଜ ଜ୍ଞାନ ଦ୍ୱାରା ଈଶ୍ୱରଙ୍କୁ ନ ଜାଣିବାରୁ ପ୍ରଚାରିତ ପ୍ରସଙ୍ଗର ମୂର୍ଖତା ଦ୍ୱାରା ବିଶ୍ୱାସୀମାନଙ୍କୁ ପରିତ୍ରାଣ କରିବା ପାଇଁ ଈଶ୍ୱର ସନ୍ତୁଷ୍ଟ ହେଲେ ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ದೆವಾನ್ ಅಪ್ನಾಚ್ಯಾ ಶಾನ್ಪಾನಾನ್ ನಿರ್ದಾರ್ ಕರಲ್ಲ್ಯಾ ಸರ್ಕೆ ಜಗಾನ್ ಅಪ್ನಾಚ್ಯಾ ಶಾನ್ಪಾನಾನ್ ದೆವಾಚಿ ವಳಕ್ ಧರುಕ್ ಹೊವ್ಕ್ ನಾ, ತಸೆ ಮನುನ್ ಅಮ್ಚ್ಯಾ ಬರ್ಯಾ ಖಬ್ರೆಚ್ಯಾ ಪಿಶೆಪಾನಾಚ್ಯಾ ವೈನಾ ವಿಶ್ವಾಸ್ ಕರ್ತಲ್ಯಾಕ್ನಿ ಸುಟ್ಕಾ ಕಮ್ವುನ್ ಘೆವ್ಚೆ ಮನ್ತಲಿ ದೆವಾಚಿ ಮರ್ಜಿ ಹೊತ್ತಿ.