1 Corinthians 1:23 — Compare Translations
7 translations compared side by side
Odia - 1840
"କିନ୍ତୁ ଆମ୍ଭେ ପ୍ରଚାର କରୁଛୁ: ଖ୍ରୀଷ୍ଟ କୃଶ ରେ ମୃତ୍ଯୁ ବରଣ କଲେ। ଏକଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ଵରୂପ ଓ ବିଜାତିମାନଙ୍କ ନିମନ୍ତେ ମୂର୍ଖତାସ୍ଵରୂପ,
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଆମେ କ୍ରୁଶବିଦ୍ଧ ଯୀଶୁଙ୍କୁ ପ୍ରଚାର କରୁଛୁ। ଏହା ଇହୁଦୀମାନଙ୍କ ନିମନ୍ତେ ବିଘ୍ନ ସ୍ୱରୂପ ଓ ଅଣଇହୁଦୀମାନଙ୍କ ଦୃଷ୍ଟିରେ ନିର୍ବୋଧତା ହୋଇପରେ;
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ଆମ୍ଭେ ପ୍ରଗ୍ଭର କରୁଛୁ: “ଖ୍ରୀଷ୍ଟ କ୍ରୁଶରେ ମୃତ୍ୟୁ ବରଣ କଲେ।” ଏ କଥା ଯିହୂଦୀମାନଙ୍କ ଲାଗି ବାଧାଜନକ ଓ ଅଣଯିହୂଦୀମାନଙ୍କ ଲାଗି ମୂର୍ଖତା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୁଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୁଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଆମ୍ଭେମାନେ କ୍ରୁଶରେ ହତ ଖ୍ରୀଷ୍ଟଙ୍କୁ ପ୍ରଚାର କରୁ, ସେ ଯିହୂଦୀମାନଙ୍କ ନିମନ୍ତେ ବିଘ୍ନସ୍ୱରୂପ ଓ ଅଣଯିହୂଦୀମାନଙ୍କ ନିମନ୍ତେ ମୂର୍ଖତାସ୍ୱରୂପ,
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ತೆಚೆಸಾಟ್ನಿ ಅಮಿ ಪ್ರಚಾರ್ ಕರುನ್ ಸಾಂಗ್ತಲೆ ಕ್ರಿಸ್ತಾಚೆ ಕುರ್ಸಾರ್ ಮಾರ್ನೆ ಜುದೆವಾಕ್ನಿ ಅಡ್ಕಳ್ ಹೊವ್ನ್ ಹಾಯ್, ಅನಿ ಜುದೆವ್ ನ್ಹಯ್ ಹೊತ್ತ್ಯಾಕ್ನಿ ಎಕ್ ಪಿಶೆಪಾನ್ ಹೊವ್ನ್ ಹಾಯ್.