1 Corinthians 1:24 — Compare Translations

7 translations compared side by side

Odia - 1840
"କିନ୍ତୁ ପରମେଶ୍ବରଙ୍କ ଦ୍ବାରା ଆହୂତ ଉଭୟ ୟିହୁଦୀ ଓ ଅଣଯିହୂଦୀମାନଙ୍କ ପାଇଁ ଖ୍ରୀଷ୍ଟ ପରମେଶ୍ବରଙ୍କ ଶକ୍ତି ଓ ପରମେଶ୍ବରଙ୍କ ଜ୍ଞାନ ସ୍ବରୂପ ଅଟନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ଵରଙ୍କ ଶକ୍ତି ଓ ଈଶ୍ଵରଙ୍କ ଜ୍ଞାନସ୍ଵରୂପ ଅଟନ୍ତି ।
Odia BSI (ପବିତ୍ର ବାଇବଲ (CL) NT (BSI))
କିନ୍ତୁ ଇହୁଦୀ ଓ ଗ୍ରୀକ୍ ନିର୍ବିଶେଷରେ ଆହୂତ ସମସ୍ତଙ୍କ ପାଇଁ ଖ୍ରୀଷ୍ଟ ହେଉଛନ୍ତି ଈଶ୍ୱରଙ୍କ ଶକ୍ତି ଓ ଜ୍ଞାନର ଅଭିବ୍ୟକ୍ତି।
Odia Bible ERV 2004 (ପବିତ୍ର ବାଇବଲ)
କିନ୍ତୁ ପରମେଶ୍ୱରଙ୍କ ଦ୍ୱାରା ଆହୂତ ଉଭୟ ଯିହୂଦୀ ଓ ଅଣଯିହୂଦୀମାନଙ୍କ ପାଇଁ ଖ୍ରୀଷ୍ଟ ପରମେଶ୍ୱରଙ୍କ ଶକ୍ତି ଓ ପରମେଶ୍ୱରଙ୍କ ଜ୍ଞାନ ସ୍ୱରୂପ ଅଟନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କିନ୍ତୁ ଯିହୁଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ବରଙ୍କ ଶକ୍ତି ଓ ଈଶ୍ବରଙ୍କ ଜ୍ଞାନସ୍ୱରୂପ ଅଟନ୍ତି।
Odia IRV 2017 (ଓଡିଆ ବାଇବେଲ)
କିନ୍ତୁ ଯିହୂଦୀ ହେଉ ବା ଗ୍ରୀକ୍‍ ହେଉ, ଯେଉଁମାନେ ଆହୂତ, ସେମାନଙ୍କ ନିମନ୍ତେ ଖ୍ରୀଷ୍ଟ ଈଶ୍ୱରଙ୍କ ଶକ୍ତି ଓ ଈଶ୍ୱରଙ୍କ ଜ୍ଞାନସ୍ୱରୂପ ଅଟନ୍ତି ।
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಖರೆ ದೆವಾನ್ ಎಚುನ್ ಕಾಡಲ್ಲ್ಯಾಕ್ನಿ, ಜುದೆವಾಕ್ನಿ ತಸೆಚ್ ಜುದೆವ್ ನ್ಹಯ್ ಹೊತ್ಲ್ಯಾಕ್ನಿ ಕ್ರಿಸ್ತುಚ್ ದೆವಾಚೆ ಬಳ್ ಅನಿ ದೆವಾಚೆ ಶಾನ್‍ಪಾನ್‍.