1 Corinthians 1:26 — Compare Translations
7 translations compared side by side
Odia - 1840
"ଭାଇ ଓ ଭଉଣୀମାନେ! ଭାବି ଦେଖ, ଯେତବେେଳେ ପରମେଶ୍ବର ତୁମ୍ଭମାନଙ୍କୁ ଆହ୍ବାନ କଲେ, ସେତବେେଳେ ତୁମ୍ଭମାନଙ୍କ ମଧ୍ଯରୁ ଅଳ୍ପ କେତକେ ଜାଗତିକ ଭାବରେ ଜ୍ଞାନୀ ଥିଲା, ତୁମ୍ଭମାନଙ୍କ ମଧ୍ଯରୁ ଖୁବ୍ କମ୍ ଲୋକ ପ୍ରଭାବଶାଳୀ ଥିଲା ଏବଂ ତୁମ୍ଭମାନଙ୍କ ଭିତରୁ ଖୁବ୍କମ୍ ଲୋକ ସମ୍ଭ୍ରାନ୍ତ ପରିବାରରୁ ଆସିଥିଲ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ଵାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି;
Odia BSI (ପବିତ୍ର ବାଇବଲ (CL) NT (BSI))
ଭାଇମାନେ, ଈଶ୍ୱର ଆହ୍ୱାନ କରିବା ସମୟରେ ତୁମ୍ଭେମାନେ କିପରି ଥିଲ, ତାହା ବିବେଚନା କର। ଜାଗତିକ ଦୃଷ୍ଟିକୋଣରୁ ତୁମ୍ଭମାନଙ୍କ ମଧ୍ୟରୁ ମାତ୍ର କେତେ ଜଣ ଜ୍ଞାନୀ, କ୍ଷମତାପନ୍ନ ବା ଉଚ୍ଚବଂଶଜ ଥିଲ।
Odia Bible ERV 2004 (ପବିତ୍ର ବାଇବଲ)
ଭାଇ ଓ ଭଉଣୀମାନେ! ଭାବି ଦେଖ, ଯେତେବେଳେ ପରମେଶ୍ୱର ତୁମ୍ଭମାନଙ୍କୁ ଆହ୍ୱାନ କଲେ, ସେତେବେଳେ ତୁମ୍ଭମାନଙ୍କ ମଧ୍ୟରୁ ଅଳ୍ପ କେତେକ ଜାଗତିକ ଭାବରେ ଜ୍ଞାନୀ ଥିଲ, ତୁମ୍ଭମାନଙ୍କ ମଧ୍ୟରୁ ଖୁବ୍ କମ୍ ଲୋକ ପ୍ରଭାବଶାଳୀ ଥିଲ ଏବଂ ତୁମ୍ଭମାନଙ୍କ ଭିତରୁ ଖୁବ୍ କମ୍ ଲୋକ ସମ୍ଭ୍ରାନ୍ତ ପରିବାରରୁ ଆସିଥିଲ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାନ୍ତି;
Odia IRV 2017 (ଓଡିଆ ବାଇବେଲ)
କାରଣ, ହେ ଭାଇମାନେ, ତୁମ୍ଭମାନଙ୍କ ଆହ୍ୱାନ ବିଷୟ ଭାବି ଦେଖ, ସାଂସାରିକ ମତାନୁସାରେ ଅନେକ ଜ୍ଞାନୀ, ଅନେକ କ୍ଷମତାପନ୍ନ ବା ଅନେକ କୁଳୀନ ଆହୂତ ହୋଇ ନାହାଁନ୍ତି;
Odia NTS2024 2024 (ದೆವಾಚಿ ಖರಿ ಖಬರ್)
ಅತ್ತಾ ಮಾಜ್ಯಾ ಭಾವಾನು ಅನಿ ಭೆನಿಯಾನು ದೆವಾನ್ ತುಮ್ಕಾ ಬಲ್ವುತಾನಾ ತುಮಿ ಖೈ ಹೊತ್ತ್ಯಾಶಿ ಮನ್ತಲೆ ಯಾದ್ ಕರಾ, ಮಾನ್ಸಾಚ್ಯಾ ನದ್ರೆ ಪರ್ಕಾರ್ ತುಮ್ಚ್ಯಾತ್ಲಿ ಉಲ್ಲಿ ಲೊಕಾ ಲೈ ಶಾನೆ, ನಾಹೊಲ್ಯಾರ್ ಘಟ್ಮುಟ್, ನಾಹೊಲ್ಯಾರ್, ಸಮಾಜಾತ್ ಮೊಟ್ಯಾ ಮೊಟ್ಯಾ ಜಾಗ್ಯಾ ವೈನಿ ಹೊತ್ತ್ಯಾಶಿ.